Font Size
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 6:10
Oriya Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 6:10
Oriya Bible: Easy-to-Read Version
10 ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ’ଠାରୁ ସୁସ୍ଥତା ପାଇବେ।”
Read full chapter
Oriya Bible: Easy-to-Read Version (ERV-OR)
2010 by Bible League International