Add parallel Print Page Options

ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ। ତୁମ୍ଭେ ଏହି ଦେଶର ଲୋକମାନଙ୍କୁ ବଳପୂର୍ବକ ତଡ଼ି ଦେଲ। ତୁମ୍ଭେ ଏହି କର୍ମ ତୁମ୍ଭର ଲୋକ ଇସ୍ରାଏଲର ସମ୍ମୁଖରେ କଲ। ତୁମ୍ଭେ ଅନନ୍ତକାଳ ନିମନ୍ତେ ଅବ୍ରହାମଙ୍କ ବଂଶଧରମାନଙ୍କୁ ଏହି ଦେଶ ଦେଇଅଛ। ଅବ୍ରହାମ ତୁମ୍ଭର ବନ୍ଧୁ ଥିଲେ।

Read full chapter