Add parallel Print Page Options

12 “ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।”

Read full chapter