Add parallel Print Page Options

ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।

Read full chapter