Font Size
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:2
Odia Holy Bible: Easy-to-Read Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:2
Odia Holy Bible: Easy-to-Read Version
2 ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International