Add parallel Print Page Options

約押攻取拉巴(A)

20 過了年,在列王出征的時候,約押帶領軍兵,毀壞了亞捫人的地方,然後去圍困拉巴。那時大衛住在耶路撒冷。約押攻打拉巴,把城摧毀。 大衛從米勒公神像的頭上取下金冠,發現金子重三十公斤,又有一塊寶石嵌在上面;有人把這冠冕戴在大衛的頭上;大衛從城裡奪走了大批戰利品。 又把城裡的眾民拉出來,要他們用鋸子、鐵鏟和斧子作工;大衛待亞捫各城的人都是這樣。後來大衛和眾民都回耶路撒冷去了。

三敗非利士人(B)

這事以後,以色列人在基色與非利士人交戰;那時戶沙人西比該擊殺了巨人的一個兒子細派,非利士人就被制伏了。 後來,以色列人與非利士人再次交戰,睚珥的兒子伊勒哈難,擊殺了迦特人歌利亞的兄弟拉哈米;這人的槍桿好像織布機軸一樣。 後來,在迦特又有戰事;那裡有一個身材高大的人,手腳各有六指,共有二十四根指頭;他也是巨人的兒子。 這人侮辱以色列人,大衛的哥哥示米亞的兒子約拿單就把他擊殺了。 這些人是迦特巨人的兒子,都死在大衛和他僕人的手下。

约押攻取拉巴

20 过了一年,到列王出战的时候,约押率领军兵毁坏亚扪人的地,围攻拉巴大卫仍住在耶路撒冷约押攻打拉巴,将城倾覆。 大卫夺了亚扪人之王[a]所戴的金冠冕,其上的金子重一他连得,又嵌着宝石,人将这冠冕戴在大卫头上。大卫从城里夺了许多财物, 将城里的人拉出来,放在锯下,或铁耙下,或铁斧下[b]大卫亚扪各城的居民都是如此。其后,大卫和众军都回耶路撒冷去了。

三败非利士人

后来,以色列人在基色非利士人打仗,户沙西比该杀了伟人的一个儿子细派非利士人就被制伏了。 又与非利士人打仗,睚珥的儿子伊勒哈难杀了迦特歌利亚的兄弟拉哈米,这人的枪杆粗如织布的机轴。 又在迦特打仗,那里有一个身量高大的人,手脚都是六指,共有二十四个指头,他也是伟人的儿子。 这人向以色列人骂阵,大卫的哥哥示米亚的儿子约拿单就杀了他。 这三个人是迦特伟人的儿子,都死在大卫和他仆人的手下。

Footnotes

  1. 历代志上 20:2 “王”或作“玛勒堪”。玛勒堪即米勒公,亚扪族之神名。
  2. 历代志上 20:3 或作:强他们用锯,或用打粮食的铁器,或用铁斧做工。

ଯୋୟାବ ଅମ୍ମୋନୀୟମାନଙ୍କୁ ବିନାଶ କଲେ

20 ବସନ୍ତକାଳରେ, ଯୋୟାବ ଇସ୍ରାଏଲର ସୈନ୍ୟବାହିନୀକୁ ଯୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସେହି ସମୟରେ ରାଜାମାନେ ଯୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ। ଇସ୍ରାଏଲର ସୈନ୍ୟବାହିନୀ ଅମ୍ମୋନ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସେମାନେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କଲେ। ନଗର ମଧ୍ୟରୁ ବାହାରକୁ କିଅବା ନଗର ମଧ୍ୟକୁ କାହାରିକୁ ଯିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇସ୍ରାଏଲ ସୈନ୍ୟଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କଲେ।

ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସେହି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସେହି ମୁକୁଟରେ ଅତି ମୂଲ୍ୟବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସେହି ମୁକୁଟ ପିନ୍ଧାଗଲା। ଏହା ପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନେକ ମୂଲ୍ୟବାନ ବସ୍ତୁ ପ୍ରାପ୍ତ ହେଲେ। ଦାଉଦ ରବ୍ବାର ଲୋକମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କୁ କରତ, ଶାବଳ ଓ କୁହ୍ରାଡ଼ି ଦ୍ୱାରା କାର୍ଯ୍ୟ କରିବାକୁ ବାଧ୍ୟ କଲେ। ଦାଉଦ ଅମ୍ମୋନୀୟ ଲୋକମାନଙ୍କର ସମସ୍ତ ନଗରଗୁଡ଼ିକରେ ସେହି ପ୍ରକାର କଲେ। ଏହା ପରେ ଦାଉଦ ଓ ସମସ୍ତ ସୈନ୍ୟବାହିନୀ ଯିରୁଶାଲମକୁ ଫେରିଗଲେ।

ପଲେଷ୍ଟୀୟ ସୈନ୍ୟମାନେ ନିହତ ହେଲେ

ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ।

ଆଉ ଏକ ସମୟରେ ଇସ୍ରାଏଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ଯୁଦ୍ଧ କଲେ। ଯାୟୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିୟାତର ଭ୍ରାତା ଥିଲେ। ଗଲିୟାତ ଗାଥ୍ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା।

ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା। ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ।

ସେହି ପଲେଷ୍ଟୀୟ ଲୋକମାନେ ଗାଥ୍ ସହରବାସୀ ଦୈତ୍ୟମାନଙ୍କର ପୁତ୍ର ଥିଲେ। ଦାଉଦ ଓ ତାଙ୍କର ଦାସମାନେ ସେହି ଦୈତ୍ୟମାନଙ୍କୁ ବଧ କଲେ।