启示录 13
Chinese New Version (Simplified)
海中的兽和地上的兽
13 我又看见一只兽从海里上来,有十角七头,十角上戴着十个皇冠,七头上有亵渎的名号。 2 我所看见的兽,样子好象豹,脚像熊的脚,口像狮子的口。龙把自己的能力、王位和大权柄,都交给了牠。 3 兽的七头中有一个似乎受了致命伤,但那致命伤却医好了。全地的人都很惊奇,跟从那兽。 4 因为龙把权柄交给了兽,大家就拜龙,也拜兽,说:“有谁可以跟这兽相比?有谁能与牠作战呢?”
5 龙又给了那兽一张说夸大和亵渎话的嘴巴,也给了牠权柄可以任意而行四十二个月。 6 兽就开口向 神说亵渎的话,亵渎他的名和他的帐幕,以及那些住在天上的。 7 牠得了允许能跟圣徒作战,并且能胜过他们;又有权柄给了牠,可以管辖各支派、各民族、各方言、各邦国。 8 所有住在地上的人,名字没有记在创世以来被杀的羊羔之生命册上的,都要拜牠。
9 凡有耳的,就应当听!
10 如果人应该被俘掳,
就必被俘掳;
如果人应该被刀杀,
就必被刀杀。
在这里圣徒要有忍耐和信心!
11 我又看见另一只兽从地里上来。牠有两个角,好象羊羔,说话好象龙。 12 牠在头一只兽面前,行使头一只兽的一切权柄。牠使全地和住在地上的人,都拜那受过致命伤而医好了的头一只兽。 13 牠又行大奇事,甚至在人面前叫火从天上降在地上。 14 牠得了能力,在头一只兽面前能行奇事,迷惑了住在地上的人,吩咐住在地上的人,要为那受过刀伤而还活着的兽做个像。 15 又有能力赐给牠,可以把气息给兽像,使兽像能够说话,并且能够杀害那些不拜兽像的人。 16 那从地里上来的兽,又要所有的人,无论大小贫富,自由的和作奴隶的,都在右手或额上,给自己作个记号。 17 这记号就是兽的名字或兽名的数字,除了那有记号的,谁也不能买,谁也不能卖。 18 在这里要有智慧。有悟性的人,就让他计算兽的数字,因为这是人的数字,它的数字是六百六十六。
啟示錄 13
Chinese Contemporary Bible (Traditional)
兩隻怪獸
13 我又看見一隻怪獸從海中上來,有七頭十角,每隻角上都戴著一個冠冕,每個頭上都寫著褻瀆上帝的名號。 2 牠看起來像豹,卻有熊的腳和獅子的口。巨龍將自己的能力、王位和大權柄都交給了怪獸。 3 我看見怪獸的一個頭似乎受了致命傷,這傷卻復原了。全世界的人都驚奇地跟從了牠。 4 他們拜巨龍,因為巨龍將自己的權力給了怪獸。他們又拜怪獸,說:「有誰比得上這獸呢?誰能與牠對抗呢?」 5 巨龍又使怪獸說狂妄、褻瀆的話,並給牠權柄,可以任意妄為四十二個月。 6 怪獸開口褻瀆上帝的名、上帝的居所和一切居住在天上的。 7 牠又獲准去攻打聖徒,征服他們,並得到權柄制伏各民族、各部落、各語言族群、各國家。 8 凡住在地上的人,就是從創世以來名字沒有記在被殺羔羊的生命冊上的,都會崇拜怪獸。
9 凡有耳朵的都應當聽。
10 該被擄的人必被擄,
該被刀殺的必被刀殺。
因此,聖徒需要堅忍和信心。
11 我又看見另一隻怪獸從地裡竄出來,牠的兩隻角像羔羊的角,說話卻像龍, 12 在頭一隻怪獸面前行使頭一隻怪獸的一切權柄。牠命令世上的人拜曾受了致命傷但已復原的頭一隻怪獸, 13 又行大奇蹟,當眾叫火從天降到地上。 14 牠在頭一隻怪獸面前獲准行奇蹟,欺騙了普世的人,並吩咐他們為受了刀傷卻仍然活著的頭一隻怪獸塑像。 15 牠又獲准給怪獸的塑像生命氣息,使牠不但能說話,還能使所有不敬拜那像的人遭害。 16 牠又強迫所有的人,不論老少、尊卑、貧富、自由人或奴隸,都在右手或額上接受印記。 17 凡沒有蓋上怪獸印記的,就是沒有怪獸的名字或代號的,都不能做買賣。 18 這裡藏有玄機,聰明的人可以計算那怪獸的代號,因為那是一個人的代號,是「六百六十六」。
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13
Odia Holy Bible: Easy-to-Read Version
ଦୁଇଟି ପଶୁ
13 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା। 2 ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା।
3 ତାହାର ମସ୍ତକଗୁଡ଼ିକ ମଧ୍ୟରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହୋଇଥିବା ପରି ଓ ମରାଯାଇଥିବା ପରି ଦେଖାଗଲା। କିନ୍ତୁ ତା'ର ମାରାତ୍ମକ କ୍ଷତ ଭଲ ହୋଇଯାଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଓ ସେହି ପଶୁର ଅନୁଗମନ କଲେ। 4 ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”
5 ସେହି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବୟାଳିଶ୍ ମାସ ପର୍ଯ୍ୟନ୍ତ ତା'ର କ୍ଷମତା ପ୍ରୟୋଗ କରିବା ପାଇଁ ଅନୁମତି ଦିଆଗଲା। 6 ସେହି ପଶୁ ପରମେଶ୍ୱରଙ୍କ ବିରୁଦ୍ଧରେ ଖରାପ କଥା କହିବା ପାଇଁ ମୁହଁ ଖୋଲିଲା। ସେ ପରମେଶ୍ୱରଙ୍କର ନାମ ବିରୁଦ୍ଧରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧରେ ଓ ଯେଉଁମାନେ ସ୍ୱର୍ଗରେ ରହୁଥିଲେ, ସେମାନଙ୍କ ବିରୁଦ୍ଧରେ ଖରାପ କଥାମାନ କହିଲା। 7 ତାହାକୁ ପରମେଶ୍ୱରଙ୍କ ପବିତ୍ର ଲୋକ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା। 8 ପୃଥିବୀରେ ରହୁଥିବା ସମସ୍ତ ଲୋକମାନେ ସେହି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖା ହୋଇ ନାହିଁ। ଏହି ମେଷଶାବକଙ୍କୁ ବଧ କରାଯାଇଥିଲା।
9 ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।
10 ଯେଉଁ ବ୍ୟକ୍ତିର ବନ୍ଦୀ ହେବାର ଅଛି,
ତେବେ ସେ ବନ୍ଦୀ ହେବ।
ଯେଉଁ ବ୍ୟକ୍ତିର ମୃତ୍ୟୁ ଖଣ୍ଡା ଦ୍ୱାରା ହେବାର ଅଛି,
ତେବେ ସେ ଲୋକ ଖଣ୍ଡାରେ ମୃତ୍ୟୁବରଣ କରିବ।
ଏହି ସମୟରେ, ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ରହିବା ଉଚିତ୍।
ପୃଥିବୀ ମଧ୍ୟରୁ ପଶୁ
11 ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମେଷ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା। 12 ଏହି ପଶୁ ପ୍ରଥମପଶୁ ସାମନାରେ ଠିଆ ହେଲା ଓ ପ୍ରଥମପଶୁଠାରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ୟବହାର କଲା। ସେ ପ୍ରଥମ ପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ୟ କଲା। ସେହି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହୋଇଯାଇଥିଲା। 13 ଏହି ଦ୍ୱିତୀୟ ପଶୁ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରେ। ଲୋକମାନେ ଦେଖୁଥିଲାବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।
14 ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା। 15 ଦ୍ୱିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦେବା ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସେହି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସେମାନଙ୍କୁ ମୃତ୍ୟୁଦଣ୍ଡର ଆଦେଶ ଦେବ। 16 ଦ୍ୱିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ୱାଧୀନ ଓ ପରାଧୀନ ନିର୍ବିଶେଷରେ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହାତରେ କିମ୍ବା ସେମାନଙ୍କ କପାଳରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ୟ କଲା। 17 ଯେଉଁ ମନୁଷ୍ୟ ସେହି ପଶୁର ନାମ କିମ୍ବା ତାହାର ନାମର ସଂଖ୍ୟା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରି ପାରିବ ନାହିଁ।
18 ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟାର ଅର୍ଥକୁ ଠିକ୍ ରୂପ ଦେଇ ପାରିବ। ଏଥିପାଇଁ ବୁଦ୍ଧି ଆବଶ୍ୟକ କାରଣ ଏହି ସଂଖ୍ୟା ଗୋଟିଏ ମନୁଷ୍ୟର ସଂଖ୍ୟା। ତାହାର ସଂଖ୍ୟା ହେଉଛି 666।
Chinese New Version (CNV). Copyright © 1976, 1992, 1999, 2001, 2005 by Worldwide Bible Society.
2010 by Bible League International