24 since you know that you will receive an inheritance(A) from the Lord as a reward.(B) It is the Lord Christ you are serving.

Read full chapter

24 ମନେରଖ! ତୁମ୍ଭେମାନେ ତୁମ୍ଭମାନଙ୍କର ପୁରସ୍କାର ପ୍ରଭୁଙ୍କଠାରୁ ପାଇବ। ସେ ତାଙ୍କ ଲୋକଙ୍କୁ ଯାହା ପ୍ରତିଶୃତି ଦେଇଛନ୍ତି, ତାହା ତୁମ୍ଭମାନଙ୍କୁ ଦେବେ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କ ସେବା କରୁଛ।

Read full chapter