Font Size
ଏଫିସୀୟଙ୍କ ପ୍ରତି ପତ୍ର 3:6
Odia Holy Bible: Easy-to-Read Version
ଏଫିସୀୟଙ୍କ ପ୍ରତି ପତ୍ର 3:6
Odia Holy Bible: Easy-to-Read Version
6 ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International