Font Size
ଯାତ୍ରାପୁସ୍ତକ 19:12-13
Odia Holy Bible: Easy-to-Read Version
ଯାତ୍ରାପୁସ୍ତକ 19:12-13
Odia Holy Bible: Easy-to-Read Version
12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ। 13 କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International