Add parallel Print Page Options

21 “ମନେରଖ, ଅତୀତରେ ତୁମ୍ଭେମାନେ ମିଶରରେ ବିଦେଶୀ ରୂପେ ଥିଲ। ତେଣୁ ତୁମ୍ଭ ଦେଶରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।

22 “କୌଣସି ବିଧବା କିମ୍ବା ପିତାମାତାହୀନ ସନ୍ତାନଙ୍କର କୌଣସି କ୍ଷତି କରିବ ନାହିଁ। 23 ଯଦି ତୁମ୍ଭେ କେହି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତେବେ ମୁଁ ତାଙ୍କର ଦୁଃଖ ଶୁଣିବି।

Read full chapter