ଯିହିଜିକଲ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 1:3
Odia Holy Bible: Easy-to-Read Version
ଉପକ୍ରମ
1 1-3 ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।
Read full chapter
Ezekiel 1:3
New International Version
3 the word of the Lord came to Ezekiel(A) the priest, the son of Buzi, by the Kebar River in the land of the Babylonians.[a] There the hand of the Lord was on him.(B)
Footnotes
- Ezekiel 1:3 Or Chaldeans
ଯିହିଜିକଲ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 1:12-14
Odia Holy Bible: Easy-to-Read Version
12 ପୁଣି ସେମାନେ ପ୍ରତ୍ୟେକ ସମ୍ମୁଖ ଭାଗରେ ଗମନ କଲେ। ସେମାନଙ୍କର ନିଜ ଇଚ୍ଛାନୁସାରେ ସେମାନେ ଗତି କଲେ ଓ ସେମାନଙ୍କର ଗମନ କାଳରେ ସେମାନେ ଫେରିଲେ ନାହିଁ। 13 ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସେମାନଙ୍କର ମଧ୍ୟରେ ବୁଲୁଥିବାର ଦେଖାଯାଉଥିଲା।
ଏବଂ ସେମାନେ ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲେ। ସେ ଅଗ୍ନି ତେଜୋମୟ ଥିଲା ଓ ତହିଁରୁ ବିଦ୍ୟୁତ୍ ନିର୍ଗତ ହେଲା। 14 ଏବଂ ଜୀବିତ ପ୍ରାଣୀଗଣ ବିଜୁଳି ପରି ଦ୍ରୁତଗତିରେ ଏଣେତେଣେ ଦୌଡ଼ିଲେ।
Read full chapter
Ezekiel 1:12-14
New International Version
12 Each one went straight ahead. Wherever the spirit would go, they would go, without turning as they went.(A) 13 The appearance of the living creatures was like burning coals(B) of fire or like torches. Fire moved back and forth among the creatures; it was bright, and lightning(C) flashed out of it. 14 The creatures sped back and forth like flashes of lightning.(D)
2010 by Bible League International
Holy Bible, New International Version®, NIV® Copyright ©1973, 1978, 1984, 2011 by Biblica, Inc.® Used by permission. All rights reserved worldwide.
NIV Reverse Interlinear Bible: English to Hebrew and English to Greek. Copyright © 2019 by Zondervan.