Font Size
ଆଦିପୁସ୍ତକ 15:13-14
Odia Holy Bible: Easy-to-Read Version
ଆଦିପୁସ୍ତକ 15:13-14
Odia Holy Bible: Easy-to-Read Version
13 ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ। 14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International