Font Size
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 4:2
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 4:2
Odia Holy Bible: Easy-to-Read Version
2 ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ।
Read full chapter
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 62:9
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 62:9
Odia Holy Bible: Easy-to-Read Version
9 ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସେମାନଙ୍କୁ, ସେମାନଙ୍କ ଖାଇ ପାରିବେ ଏବଂ ସେମାନଙ୍କର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ।
ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସେମାନେ ମୋ’ ପବିତ୍ର ଅଗଣାରେ ପାନ କରିବେ।”
Odia Holy Bible: Easy-to-Read Version (ERV-OR)
2010 by Bible League International