Add parallel Print Page Options

11 ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ। 12 ଏବଂ ଯଦି ଜଣେ ସ୍ତ୍ରୀ ନିଜ ସ୍ୱାମୀଙ୍କୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ପୁରୁଷକୁ ବିବାହ କରେ ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।”

Read full chapter