Add parallel Print Page Options

ରାଜ୍ୟପାଳ ପୀଲାତଙ୍କ ଆଗରେ ଯୀଶୁଙ୍କୁ ହାଜର କରାଗଲା

(ମାର୍କ 15:1; ଲୂକ 23:1-2; ଯୋହନ 18:28-32)

27 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।

Read full chapter