Font Size
ହିତୋପଦେଶ 1:31
Odia Holy Bible: Easy-to-Read Version
ହିତୋପଦେଶ 1:31
Odia Holy Bible: Easy-to-Read Version
31 ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।
Read full chapter
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 3:10
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 3:10
Odia Holy Bible: Easy-to-Read Version
10 ଉତ୍ତମ ଲୋକମାନଙ୍କୁ କୁହ, ସେମାନେ ଉତ୍ତମଫଳ ଭୋଗ କରିବେ। ସେମାନେ ସେମାନଙ୍କର ସୁକର୍ମ ଯୋଗୁଁ ପୁରସ୍କୃତ ହେବେ।
Read full chapter
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 3:11
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 3:11
Odia Holy Bible: Easy-to-Read Version
11 ମାତ୍ର ଦୁରାଗ୍ଭରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହେବ। ସେମାନଙ୍କୁ ବହୁକଷ୍ଟ ଆସିବ। ସେମାନେ ସେମାନଙ୍କର କୁକର୍ମ ଯୋଗୁଁ ଦଣ୍ଡିତ ହେବେ।
Read full chapter
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 21:14
Odia Holy Bible: Easy-to-Read Version
ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 21:14
Odia Holy Bible: Easy-to-Read Version
14 ମାତ୍ର ସଦାପ୍ରଭୁ କହନ୍ତି,
“ଆମ୍ଭେ ତୁମ୍ଭମାନଙ୍କ କର୍ମଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା।
ପୁଣି ଆମ୍ଭେ ତୁମ୍ଭମାନଙ୍କ ଅରଣ୍ୟରେ ଅଗ୍ନି ସଂଯୋଗ କରିବା।
ସେହି ଅଗ୍ନି ତୁମ୍ଭମାନଙ୍କ ଚତୁର୍ପାର୍ଶ୍ୱରେ ଥିବା ସମସ୍ତ ଦ୍ରବ୍ୟ ଗ୍ରାସ କରିବ।”
Odia Holy Bible: Easy-to-Read Version (ERV-OR)
2010 by Bible League International