Font Size
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 53:10-11
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 53:10-11
Odia Holy Bible: Easy-to-Read Version
10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ। 11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ।
“ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International