Font Size
ରୋମୀୟଙ୍କ ପ୍ରତି ପତ୍ର 5:10
Odia Holy Bible: Easy-to-Read Version
ରୋମୀୟଙ୍କ ପ୍ରତି ପତ୍ର 5:10
Odia Holy Bible: Easy-to-Read Version
10 ମୋ’ କହିବା ଅର୍ଥ ଯେ ଆମ୍ଭେ ପରମେଶ୍ୱରଙ୍କର ଶତ୍ରୁ ହୋଇଥିଲେ ମଧ୍ୟ, ସେ ନିଜ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ଆମ୍ଭ ସହିତ ବନ୍ଧୁତା ସ୍ଥାପନ କରିଛନ୍ତି। ସେଥିପାଇଁ ଏବେ ଯେହେତୁ ଆମ୍ଭେ ପରମେଶ୍ୱରଙ୍କର ମିତ୍ର, ପରମେଶ୍ୱର ତାଙ୍କ ପୁତ୍ରଙ୍କ ଜୀବନ ମାଧ୍ୟମରେ ଆମ୍ଭକୁ ନିଶ୍ଚିତ ଭାବରେ ରକ୍ଷା କରିବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International