Add parallel Print Page Options

14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।

Read full chapter

12 ତା'ପରେ ପରମେଶ୍ୱର କହିଲେ, “ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବା! ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭେମାନେ ଏହି ପର୍ବତରେ ଆମ୍ଭର ଉପାସନା କରିବ।”

Read full chapter