Add parallel Print Page Options

23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ। 24 ତା'ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” 25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।”

Read full chapter