Add parallel Print Page Options

15 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାଙ୍କୁ ପଠାଇବେ। ଏହି ଭବିଷ୍ୟ‌ଦ୍‌ବକ୍ତାମାନେ ତୁମ୍ଭମାନଙ୍କ ମଧ୍ୟରୁ ବାଛିବେ। ସେ ମୋ’ ତୁଲ୍ୟ ହେବ। ତୁମ୍ଭେମାନେ ସେହି ଭବିଷ୍ୟ‌ଦ୍‌ବକ୍ତାଙ୍କ କଥାକୁ ପାଳନ କରିବ।

Read full chapter

19 ଏହି ଭବିଷ୍ୟ‌ଦ୍‌ବକ୍ତାଗଣ ମୋର ବାକ୍ୟମାନ ପ୍ରଗ୍ଭର କରିବେ। ଏବଂ ସେ ଯେତେବେଳେ କହିବେ, ଯଦି କୌଣସି ଲୋକ ଏହାକୁ ଅମାନ୍ୟ କରେ, ତେବେ ଆମ୍ଭେ ସେହି ବ୍ୟକ୍ତିକୁ ଦଣ୍ତ ଦେବା।’

Read full chapter