Add parallel Print Page Options

65 ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଯୀଶୁଙ୍କ ଉପରକୁ ଛେପ ପକାଇଲେ। କେତେକ ଯୀଶୁଙ୍କ ମୁହଁ ଘୋଡ଼େଇ ଦେଇ ବିଧା ମାରିଲେ, ଓ ଆଉ କେତେକ ଥଟ୍ଟା କରି କହିଲେ, “ଏବେ ତୁମ୍ଭେ ଆମ୍ଭକୁ ଦେଖେଇ ଦିଅ ଯେ, ତୁମ୍ଭେ ଜଣେ ଭବିଷ୍ୟ‌ଦ୍‌ବକ୍ତା।” ତା’ପରେ ପ୍ରହରୀମାନେ ତାହାଙ୍କୁ ନେଇ ଯାଇ ପିଟିଲେ।

Read full chapter