ମାର୍କ ଲିଖିତ ସୁସମାଗ୍ଭର 4:21
Oriya Bible: Easy-to-Read Version
ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର(A)
21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ।
Read full chapter

ମାର୍କ ଲିଖିତ ସୁସମାଗ୍ଭର 9:50
Oriya Bible: Easy-to-Read Version
50 “ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା’ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”

ଲୂକ ଲିଖିତ ସୁସମାଗ୍ଭର 8:16
Oriya Bible: Easy-to-Read Version
ନିଜର ବୁଝାମଣା ଶକ୍ତି ପ୍ରୟୋଗ କର(A)
16 “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ।

Read full chapter2010 by Bible League International