Add parallel Print Page Options

34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”

Read full chapter