Add parallel Print Page Options

33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।

Read full chapter