Add parallel Print Page Options

10 ସେତେବେଳେ ସ୍ୱର୍ଗ ଅନ୍ଧକାରମୟ ହେବ ଓ ସୂର୍ଯ୍ୟ, ଚନ୍ଦ୍ର ଓ ତାରାଗଣ ଆଲୋକ ଦେବେ ନାହିଁ।

Read full chapter

ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ।

Read full chapter