Add parallel Print Page Options

14 ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅ‌‌ଦ୍‌‌ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।”

Read full chapter