Add parallel Print Page Options

ମାତ୍ର ସେ ଆମ୍ଭର ଦୁଃଖ ଯାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭେମାନେ ତାଙ୍କୁ ପରମେଶ୍ୱରଙ୍କ ଦ୍ୱାରା ନିର୍ଯ୍ୟାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।

Read full chapter