Add parallel Print Page Options

10 ସେମାନଙ୍କୁ ବିଭ୍ରାନ୍ତ କର। ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସେହିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ କର ସେମାନେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତରେ ବୁଝି ପାରିବେ। ଲୋକମାନେ ସେମାନଙ୍କର ସର୍ବାନ୍ତକରଣରେ ବୁଝିପାରିବେ। ଏହା କଲେ ସେମାନେ ମୋ’ ନିକଟକୁ ଫେରି ଆସିବେ ଓ ମୋ’ଠାରୁ ସୁସ୍ଥତା ପାଇବେ।”

Read full chapter