Add parallel Print Page Options

15 ତେଣୁ ସେ ଅନେକ ଦେଶୀୟମାନଙ୍କୁ ଚମକାଇ ଦେବେ। ରାଜାମାନେ ତାଙ୍କ ସମ୍ମୁଖରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ ତାହା ସେମାନେ ବୁଝିବେ।”

Read full chapter