ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 8:14
Oriya Bible: Easy-to-Read Version
14 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ।
Read full chapter

ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 28:16
Oriya Bible: Easy-to-Read Version
16 ସେଥିପାଇଁ ମୋର ପ୍ରଭୁ ସଦାପ୍ରଭୁ କୁହନ୍ତି, “ଦେଖ, ମୁଁ ସିୟୋନରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ୟବାନ କୋଣ ପ୍ରସ୍ତର। ଏହା ଉପରେ ସବୁକିଛି ଏହି ଗୁରୁତ୍ୱପୂର୍ଣ୍ଣ ପର୍ବତ ଉପରେ ନିର୍ମିତ ହେବ। ଯେକେହି ଏହି ପ୍ରସ୍ତର ଉପରେ ବିଶ୍ୱାସ ରଖେ ସେ ହତାଶ ହେବ ନାହିଁ।

Read full chapter2010 by Bible League International