Add parallel Print Page Options

20 “‘ମନେରଖ ସେରହର ପୁତ୍ର ଆଖନ୍, ବର୍ଜିତ ବସ୍ତ୍ର ବିଷୟରେ ସତ୍ୟ ଲଂଘନ କରନ୍ତେ ଇସ୍ରାଏଲର ସମସ୍ତ ମଣ୍ଡଳୀକି ସଦାପ୍ରଭୁଙ୍କର କ୍ରୋଧ ପଡ଼ିଲା, କେବଳ ସେହି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା, କିନ୍ତୁ ସମସ୍ତ ଇସ୍ରାଏଲଗଣ ତା'ର ଦଣ୍ତ ଭୋଗିଲେ। ଆଖନ୍ କେବଳ ତା'ର ପାପ ପାଇଁ ମଲା। ଏବଂ ତା'ର ପାପ ପାଇଁ ବହୁତ ଲୋକ ମଧ୍ୟ ମୃତ୍ୟୁବରଣ କଲେ।’”

Read full chapter