Menu
Bible Gateway Plus logo
Bible Gateway logo
account
A new Bible Gateway experience is here. Spot something unexpected? Tell us what needs a closer look.
Bible Gateway Plus logo
Bible Gateway logo
We’ve made some updates. Have feedback?
  • Read
    • Reading Plans
    • Advanced Search
    • Available Versions
    • Audio Bibles
  • Study
    • Scripture Engagement
    • More Resources
  • News
  • Explore
    • Newsletters
    • Devotionals
    • Bible Gateway App
    • Bible Audio App
    • Take a Tour
  • Store
    • Bibles
    • Deals
    • More
  • Bible Gateway Plus
ERV-OR
Version
Bible Books Bible Books
ERV-OR
Version
Read
Study
News
Explore
Store
Bible Gateway Plus
Light Mode Dark Mode
Font Size
Log In show menu
Previous Next
Print PrintSettingsSettingsShare ShareParallelParallelExpandExpandCollapse

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7  Odia Holy Bible: Easy-to-Read Version

ଇସ୍ରାଏଲର 144,000 ଲୋକ

7 ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ। 2 ତା'ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ। 3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।”

4 ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।

5 ଯିହୂଦା ପରିବାରବର୍ଗରୁ12,000
ରୁବେନ ପରିବାରବର୍ଗରୁ12,000
ଗାଦ୍ ପରିବାରବର୍ଗରୁ12,000
6 ଆଶେର ପରିବାରବର୍ଗରୁ12,000
ନପ୍ତାଲି ପରିବାରବର୍ଗରୁ12,000
ମନଃଶି ପରିବାରବର୍ଗରୁ12,000
7 ଶିମିୟୋନ ପରିବାରବର୍ଗରୁ12,000
ଲେବୀ ପରିବାରବର୍ଗରୁ12,000
ଇସାଖର ପରିବାରବର୍ଗରୁ12,000
8 ସବୁଲୂନ୍ ପରିବାରବର୍ଗରୁ12,000
ଯୋଷେଫ ପରିବାରବର୍ଗରୁ12,000
ବିନ୍ୟାମିନ ପରିବାରବର୍ଗରୁ12,000

ବିଶାଳ ଜନତା

9 ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠାରେ ଏତେଲୋକ ଥିଲେ ଯେ, କେହି ସେମାନଙ୍କୁ ଗଣି ପାରିବ ନାହିଁ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସେହି ଲୋକମାନେ ସିଂହାସନ ଓ ମେଷଶାବକଙ୍କ ସାମନାରେ ଠିଆ ହୋଇଥିଲେ। ସେମାନେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସେମାନଙ୍କର ହାତରେ ଖଜୁରି ବାହୁଙ୍ଗା ଥିଲା। 10 ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”

11 ପ୍ରାଚୀନମାନେ ଓ ଗ୍ଭରି ଜଣ ପ୍ରାଣୀ ସେଠାରେ ଥିଲେ। ସବୁ ଦୂତମାନେ ସେମାନଙ୍କର ଓ ସିଂହାସନର ଗ୍ଭରିପାଖରେ ଘେରି ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ପ୍ରଣାମ କରି ପରମେଶ୍ୱରଙ୍କ ଉପାସନା କଲେ। 12 ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”

13 ତା'ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?”

14 ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ।

ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି। 15 ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ। 16 ସେହି ଲୋକମାନେ ଆଉ କେବେ କ୍ଷୁଧିତ ହେବେ ନାହିଁ। ସେମାନେ କଦାପି ତୃଷାର୍ତ୍ତ ହେବେ ନାହିଁ। ସୂର୍ଯ୍ୟ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସେମାନଙ୍କୁ ଜାଳି ପାରିବ ନାହିଁ। 17 ସିଂହାସନର ମଧ୍ୟରେ ଥିବା ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼େଇ ନେଇଯିବେ। ପରମେଶ୍ୱର ସେମାନଙ୍କର ଆଖିରୁ ସବୁ ଲୁହ ପୋଛି ଦେବେ।’’

Next
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8
Next
dropdown
Odia Holy Bible: Easy-to-Read Version (ERV-OR)

2010 by Bible League International

Bible Gateway Plus logo
Bible Gateway logo

Font Size

Font Size

Dark Mode

Light Mode Dark Mode

About

  • About
  • Learn About the Bible
  • Statement of Faith
  • Mobile App
  • Store
  • Blog
  • Newsroom
  • Support Us

Help

  • FAQs
  • Tutorials
  • Use Bible Gateway on Your Site
  • Advertise with us
  • Contact us
  • Privacy policy
  • California Privacy Rights
  • Do Not Sell My Personal Information
  • Site: Terms of use
  • Widget: Terms of use

Our Network

  • FaithGateway
  • StudyGateway
  • ChurchSource
  • HarperCollins Christian Publishing
  • Grupo Nelson
  • Editorial Vida
  • Thomas Nelson
  • WestBow Press
  • Zondervan
  • MasterLectures

Social

  • Facebook
  • Instagram
  • Pinterest
  • TikTok
  • X
  • YouTube

Preferences

  • Versión en español
  • Preferences
  • Classic Bible Gateway
Sign Up for Bible Gateway: News & Knowledge
Get weekly Bible news, info, reflections, and deals in your inbox.

By submitting your email address, you understand that you will receive email communications from Bible Gateway, operated by HarperCollins Christian Publishing, 501 Nelson Pl, Nashville, TN 37214 USA, including commercial communications and messages from partners of Bible Gateway. You may unsubscribe from Bible Gateway’s emails at any time. If you have any questions, please review our Privacy Policy or email us at privacy@biblegateway.com.

Preferences

  • Versión en español
  • Preferences
  • Classic Bible Gateway