Add parallel Print Page Options

14 ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି।

Read full chapter

“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।

Read full chapter