Add parallel Print Page Options

13 କିନ୍ତୁ ମୋଶା ସେମାନଙ୍କୁ କହିଲେ, “ଭୟ କର ନାହିଁ। ଦୌଡ଼ି ପଳାଇବାର ଆବଶ୍ୟକ ନାହିଁ। ଏହିଠାରେ ଧିରସ୍ଥିର ହୋଇ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭେମାନେ ମିଶରବାସୀମାନଙ୍କୁ ଆଉ ପୁନରାୟ ଦେଖିବ ନାହିଁ।

Read full chapter