Font Size
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13-15
Odia Holy Bible: Easy-to-Read Version
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13-15
Odia Holy Bible: Easy-to-Read Version
ପ୍ରଭୁଙ୍କର ଆଗମନ
13 ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟରେ ତୁମ୍ଭେମାନେ ଅଜ୍ଞାତ ରୁହ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭେମାନେ ଦୁଃଖୀ ହୁଅ ବୋଲି ଆମ୍ଭେ ଗ୍ଭହୁଁ ନାହୁଁ। 14 ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ମଲେ। କିନ୍ତୁ ଆମ୍ଭେ ବିଶ୍ୱାସ କରୁ ଯେ, ଯୀଶୁ ପୁନରୁତ୍ଥିତ ହେଲେ। ଅତଏବ, ଯୀଶୁଙ୍କ ହେତୁ ଯୀଶୁଙ୍କ ସହିତ ମୃତ ବ୍ୟକ୍ତିମାନଙ୍କୁ ପରମେଶ୍ୱର ଏକାଠି ଆଣିବେ।
15 ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସେମାନେ ସେ ପର୍ଯ୍ୟନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ୟ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସେମାନେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ୟକୁ ଯିବେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International