Add parallel Print Page Options

道成肉身

太初有道,道与 神同在,道就是 神。 这道太初与 神同在。 万有是借着他造的;凡被造的,没有一样不是借着他造的。 在他里面有生命,(有些抄本第3、4节或译:“万有是借着他造的,没有一样不是借着他造的;凡被造的,都在他里面有生命……”)这生命就是人的光。 光照在黑暗中,黑暗不能胜过光。

有一个人,名叫约翰,是 神所差来的。 他来是要作见证,就是为光作见证,使众人借着他可以相信。 他不是那光,而是要为那光作见证。 那光来到世界,是普照世人的真光。 10 他在世界,世界也是借着他造的,世界却不认识他。 11 他到自己的地方来,自己的人却不接受他。 12 凡接受他的,就是信他名的人,他就赐给他们权利,成为 神的儿女。 13 他们不是从血统生的,不是从肉身的意思生的,也不是从人意生的,而是从 神生的。

14 道成了肉身,住在我们中间,满有恩典和真理。我们见过他的荣光,正是从父而来的独生子的荣光。

15 约翰为他作见证,大声说:“这一位就是我所说的:‘那在我以后来的,位分比我高,因为他本来是在我以前的。’” 16 从他的丰盛里我们都领受了,而且恩上加恩。 17 律法是借着摩西颁布的,恩典和真理却是借着耶稣基督而来的。 18 从来没有人见过 神,只有在父怀里的独生子把他彰显出来。

施洗约翰的见证(A)

19 以下是约翰的见证:犹太人从耶路撒冷派祭司和利未人到约翰那里,问他:“你是谁?” 20 约翰并不否认,坦白地承认说:“我不是基督。” 21 他们又问:“那么你是谁?是以利亚吗?”他说:“我不是。”“是那位先知吗?”他回答:“不是。” 22 于是他们再问:“你是谁?好让我们回复派我们来的人。你说你自己是谁?” 23 他说:“我就是在旷野呼喊者的声音:‘修直主的路!’正如以赛亚先知所说的。” 24 这些人是法利赛人派来的。 25 他们问约翰:“你既然不是基督,不是以利亚,也不是那位先知,那么你为甚么施洗呢?” 26 约翰回答:“我是用水施洗,但有一位站在你们中间,是你们不认识的; 27 他是在我以后来的,我就是给他解鞋带也不配。” 28 这些事发生在约旦河东的伯大尼,约翰施洗的地方。

 神的羊羔

29 第二天,约翰见耶稣迎面而来,就说:“看哪, 神的羊羔,是除去世人的罪孽的! 30 这一位就是我所说的:‘有一个人,是在我以后来的,位分比我高,因为他本来是在我以前的。’ 31 我本来不认识他,但为了要把他显明给以色列人,因此我来用水施洗。” 32 约翰又作见证说:“我曾看见圣灵,好象鸽子从天上降下来,停留在他的身上。 33 我本来不认识他,但那差我来用水施洗的对我说:‘你看见圣灵降下来,停留在谁身上,谁就是用圣灵施洗的。’ 34 我看见了,就作见证说:‘这就是 神的儿子。’”

呼召第一批门徒(B)

35 过了一天,约翰和他的两个门徒又站在那里。 36 约翰看见耶稣走过的时候,就说:“看哪, 神的羊羔!” 37 那两个门徒听见他的话,就跟从了耶稣。 38 耶稣转过身来,看见他们跟着,就问:“你们要甚么?”他们说:“拉比,你在哪里住?”(“拉比”的意思就是“老师”。) 39 他说:“你们来看吧!”于是他们就去看他所住的地方。那一天他们就和耶稣住在一起;那时大约是下午四点钟。 40 听了约翰的话而跟从耶稣的那两个人,一个是西门.彼得的弟弟安得烈。 41 他先找到自己的哥哥西门,告诉他:“我们遇见弥赛亚了!”(“弥赛亚”的意思就是“基督”。) 42 安得烈就带他到耶稣那里。耶稣定睛看着他,说:“你是约翰的儿子西门,你要称为矶法。”(“矶法”翻译出来就是“彼得”。)

呼召腓力和拿但业

43 再过一天,耶稣决定往加利利去;他遇见腓力,就对他说:“来跟从我!” 44 腓力是伯赛大人,与安得烈和彼得同乡。 45 腓力找到拿但业,告诉他:“摩西在律法书上所写的,和众先知所记的那位,我们已经遇见了,他就是约瑟的儿子拿撒勒人耶稣。” 46 拿但业说:“拿撒勒还能出甚么好的吗?”腓力说:“你来看!” 47 耶稣看见拿但业向他走过来,就论到他说:“看哪,这的确是个以色列人,他心里没有诡诈。” 48 拿但业问他:“你怎么认识我呢?”耶稣回答:“腓力还没有招呼你,你在无花果树下的时候,我就看见你了。” 49 拿但业说:“拉比,你是 神的儿子,你是以色列的王!” 50 耶稣说:“因为我告诉你‘我看见你在无花果树下’,你就信了吗?你还要看见比这些更大的事。” 51 又对他说:“我实实在在告诉你们,你们要看见天开了, 神的众使者在人子的身上,上去下来。”

ଯୀଶୁ, ପରମେଶ୍ୱରଙ୍କର ସଦାକାଳସ୍ଥାୟୀ ବାକ୍ୟ

ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ[a] ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ। ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। ତାହାଙ୍କ[b] ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ସଂସାରର ସମସ୍ତ ଲୋକମାନଙ୍କ ପାଇଁ ଆଲୋକ ଥିଲା। ସେହି ଆଲୋକ[c] ଅନ୍ଧକାରରେ ଆଲୋକିତ ହୁଏ, ଆଉ ଅନ୍ଧକାର ଆଲୋକକୁ ପରାଜିତ[d] କରି ପାରି ନାହିଁ।

ଯୋହନ[e] ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ। ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ଯେପରି ସମସ୍ତଲୋକ ଆଲୋକ ବିଷୟରେ ଶୁଣିପାରିବେ ଓ ବିଶ୍ୱାସ କରିବେ, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ ସାକ୍ଷୀ ହୋଇ କହିବା ପାଇଁ ଆସିଥିଲେ। ଏହି ସତ୍ୟ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି ଏବଂ ଏହି ସତ୍ୟ ଆଲୋକ ଜଗତକୁ ଆସୁଥିଲେ।

10 ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଗ୍ରହଣ କରି ପାରିଲେ ନାହିଁ। 11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ, 12 କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ। 13 ହଁ, ସେମାନେ ପରମେଶ୍ୱରଙ୍କ ସନ୍ତାନ ହେଲେ। ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଶାରୀରିକ ଭାବେ ଜନ୍ମ ହେଲେ ନାହିଁ କିମ୍ବା ପିତା-ମାତାଙ୍କର ଇଚ୍ଛା ଏବଂ ଯୋଜନା ଅନୁସାରେ ଜନ୍ମ ଗ୍ରହଣ କରି ନ ଥିଲେ, କିନ୍ତୁ ପରମେଶ୍ୱରଙ୍କ ନିଜେ ସେମାନଙ୍କୁ ଆପଣା ସନ୍ତାନ କଲେ।

14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। 15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହୁଥିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ ଠାରୁ ବହୁତ ଶ୍ରେଷ୍ଠ, କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’”

16 ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ।[f] 17 ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। 18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର।[g] ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।”[h] ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।[i]

ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଯୋହନ ଲୋକମାନଙ୍କୁ କହନ୍ତି

(ମାଥିଉ 3:1-12; ମାର୍କ 1:1-8; ଲୂକ 3:1-9,15-17)

19 “ଆପଣ କିଏ?” ଏହା ଯୋହନଙ୍କୁ ପଗ୍ଭରିବା ପାଇଁ ଯିରୁଶାଲମରୁ ଯିହୂଦୀ ନେତାମାନେ କେତେକ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ପାଖକୁ ପଠାଇଲେ। ସେ ସେମାନଙ୍କୁ ସତ କଥା କହିଲେ। 20 ଯୋହନ ବିନା ଦ୍ବିଧାରେ କହିଲେ। ଯୋହନ ମୁକ୍ତ ଓ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, “ମୁଁ ଖ୍ରୀଷ୍ଟ ନୁହେଁ।”

21 ସେଥିରେ ସେମାନେ ଯୋହନଙ୍କୁ ପଗ୍ଭରିଲେ, “ତାହାହେଲେ ଆପଣ କିଏ? ଆପଣ କ'ଣ ଏଲିୟ?”[j]

ସେ ଉତ୍ତର ଦେଲେ, “ନା, ମୁଁ ଏଲିୟ ନୁହେଁ।”

ପୁଣି ସେମାନେ ପଗ୍ଭରିଲେ, “ଆପଣ କ'ଣ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା?”[k]

ଯୋହନ ଉତ୍ତର ଦେଲେ, “ନା, ମୁଁ ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହେଁ।”

22 ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”

23 ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ:

“ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର:
    ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”(A)

24 ଫାରୂଶୀମାନେ ଯୋହନଙ୍କୁ ପଚାରିବା ପାଇଁ ଏହି ଯିହୂଦୀମାନଙ୍କୁ ପଠାଇଥିଲେ। 25 ଏହି ଲୋକମାନେ ଯୋହନଙ୍କୁ କହିଲେ, “ଆପଣ କହୁଛନ୍ତି ଯେ ଆପଣ ଖ୍ରୀଷ୍ଟ ନୁହଁନ୍ତି। ଆପଣ କହୁଛନ୍ତି ଯେ ଆପଣ ଏଲୀୟ ନୁହଁନ୍ତି କିମ୍ବା ସେହି ଭବିଷ୍ୟ‌‌‌ଦ୍‌‌‌ବକ୍ତା ନୁହଁନ୍ତି, ତେବେ ଆପଣ କାହିଁକି ଲୋକମାନଙ୍କୁ ବାପ୍ତିସ୍ମ[l] ଦେଉଛନ୍ତି?”

26 ଯୋହନ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେବା ପାଇଁ ଅଧିକାର ପାଇଅଛି। କିନ୍ତୁ ତୁମ୍ଭ ସହିତ ଏଠାରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ। 27 ସେ ବ୍ୟକ୍ତି ମୋ’ ପରେ ଆସୁଛନ୍ତି, ମୁଁ ଦାସ ଭାବେ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମଧ୍ୟ ଯୋଗ୍ୟ ନୁହେଁ।”

28 ଏହିସବୁ ଘଟଣା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଥିବା ବେଥାନୀଆ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ।

ଯୀଶୁ, ପରମେଶ୍ୱରଙ୍କ ମେଷଶାବକ

29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି। 30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ'ଠାରୁ ଶ୍ରେଷ୍ଠ। କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’ 31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଲୋକମାନେ ଯେପରି ଜାଣି ପାରିବ ଯେ ଯୀଶୁ ହିଁ ଖ୍ରୀଷ୍ଟ[m] ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”

32-33 ତା'ପରେ ଯୋହନ ସାକ୍ଷ୍ୟ ଦେଇ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠାଇଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେ ସେହି ବ୍ୟକ୍ତି ଯିଏ ଲୋକମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି। 34 ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”

ଯୀଶୁଙ୍କର ପ୍ରଥମ ଶିଷ୍ୟମାନେ

35 ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ଆଉ ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ। 36 ସେତେବେଳେ ଯୋହନ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ।”

37 ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ ଏହି କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ପଛେ ପଛେ ଗଲେ। 38 ଯୀଶୁ ବୁଲି ପଡ଼ି ଦେଖିଲେ ଯେ, ସେହି ଦୁଇଜଣ ବ୍ୟକ୍ତି ତାହାଙ୍କ ପଛେ ପଛେ ଆସୁଅଛନ୍ତି। ତେଣୁ ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ'ଣ ଗ୍ଭହଁ?”

ସେମାନେ ଉତ୍ତର ଦେଲେ, “ରା‌ବ୍‌ବୀ (“ରା‌ବ୍‌ବୀ” ଅର୍ଥାତ୍ “ଗୁରୁ”), ଆପଣ କେଉଁଠାରେ ରହୁଛନ୍ତି?”

39 ଯୀଶୁ ସେମାନଙ୍କୁ କହିଲେ, “ମୋ’ ସହିତ ଆସ, ଆଉ ତୁମ୍ଭେମାନେ ଦେଖିବ।” ତେଣୁ ସେହି ଦୁଇଜଣ ଯୀଶୁଙ୍କ ସହିତ ଗଲେ ଏବଂ ସେମାନେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସେମାନେ ଯୀଶୁଙ୍କ ସିହତ ରହିଲେ। ସେତେବେଳେ ସମୟ ପ୍ରାୟ ଗ୍ଭରିଘଣ୍ଟା[n] ହୋଇଥିଲା।

40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ପଛେ ପଛେ ଯାଇଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ। 41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)

42 ତା'ପରେ ଆନ୍ଦ୍ରିୟ ଶିମୋନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଗ୍ଭହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କେଫା ନାମରେ ଡକା ଯିବ।” (“କେଫା” ଅର୍ଥାତ୍ “ପିତର”)

43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।” 44 ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ। 45 ଫିଲିପ୍ପ ନିଥନିୟେଲଙ୍କର ଦେଖା ପାଇ ତାଙ୍କୁ କହିଲେ, “ମୋଶା ବ୍ୟବସ୍ଥାରେ ଯାହାଙ୍କ ବିଷୟରେ ଲେଖିଥିଲେ ଏବଂ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ଯାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ। ତାହାଙ୍କ ନାମ ଯୀଶୁ, ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”

46 ନିଥନିୟେଲ ଫିଲିପ୍ପଙ୍କୁ ପଚାରିଲେ, “ନାଜରିତ! ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?”

ଫିଲିପ୍ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”

48 ନିଥନିୟେଲ ଯୀଶୁଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?”

ଯୀଶୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

49 ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”

50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ରେଷ୍ଠତର ବିଷୟମାନ ଦେଖିବ।” 51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ[o] ମନୁଷ୍ୟପୁତ୍ରଙ୍କ[p] ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”

Footnotes

  1. ଯୋହନ ଲିଖିତ ସୁସମାଗ୍ଭର 1:1 ବାକ୍ୟ ଏହା ଗ୍ରୀ‌‌‌‌‌‌‌‌କ୍‌‌‌‌‌ର ଏକ ଶବ୍ଦ “ଲୋଗ‌ସ୍‌” ରୁ ଆସିଅଛି। ଏହାର ଅର୍ଥ- ଯେକୌଣସି ପ୍ରକାରର ଯୋଗାଯୋଗ। ଏହି ‘ବାକ୍ୟ’ କୁ ‘ସନ୍ଦେଶ ବା ବାର୍ତ୍ତା’ ବୋଲି ଅନୁବାଦ କରାଯାଇ ପାରେ। ଏଠାରେ ଏହା ଯୀଶୁ, ପରମେଶ୍ୱରଙ୍କ ମନୋନୀତ ରାଜାଙ୍କ (“ଖ୍ରୀଷ୍ଟ” କିମ୍ବା “ମସିହ”)ପ୍ରତୀକାତ୍ମକ ନାମ ରୂପେ ବ୍ୟବହାର କରାଯାଇଅଛି, ଯାହାଙ୍କୁ ପରମେଶ୍ୱର ଏହି ଜଗତକୁ ପରମେଶ୍ୱରଙ୍କ ଏବଂ ସମସ୍ତ ଲୋକଙ୍କ ପାଇଁ ଆପଣା ପ୍ରେମକୁ ଦେଖାଇବା ପାଇଁ ଏବଂ ସେସବୁ ବିଷୟରେ କହିବା ପାଇଁ ପଠାଇଥିଲେ। ଏହି ବିଷୟ 10,14 ମଧ୍ୟ ଦେଖିବାକୁ ମିଳେ।
  2. ଯୋହନ ଲିଖିତ ସୁସମାଗ୍ଭର 1:3 ତାହାଙ୍କ ଅର୍ଥାତ୍, ଯୀଶୁ ଖ୍ରୀଷ୍ଟ।
  3. ଯୋହନ ଲିଖିତ ସୁସମାଗ୍ଭର 1:5 ଆଲୋକ ଏହାର ଅର୍ଥ ଯୀଶୁ, ଯିଏ ବାକ୍ୟ ଅଟନ୍ତି ଏବଂ ଯିଏ ପରମେଶ୍ୱରଙ୍କ ବିଷୟରେ ଜଗତକୁ ଭାବନା ଶକ୍ତି ଆଣିଥିଲେ। ଏହି ଅଧ୍ୟାୟର 7 ପଦ ଏବଂ 12:46 ଦେଖାନ୍ତୁ।
  4. ଯୋହନ ଲିଖିତ ସୁସମାଗ୍ଭର 1:5 ପରାଜିତ କିମ୍ବା “ବୁଝିବା, ଜାଣିବା
  5. ଯୋହନ ଲିଖିତ ସୁସମାଗ୍ଭର 1:6 ଯୋହନ ଖ୍ରୀଷ୍ଟଙ୍କ ଆଗମନର ପ୍ରଗ୍ଭର କରୁଥିଲେ ମାଥିଉ:3, ଲୂକ 3
  6. ଯୋହନ ଲିଖିତ ସୁସମାଗ୍ଭର 1:16 ଆକ୍ଷରିକ ଭାବେ, “କାରଣ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ଅନୁଗ୍ରହ ଉପରେ ଅନୁଗ୍ରହ ପାଇଅଛୁ।” ଏହି ଅଧ୍ୟାୟର 14 ପଦ ସହିତ ତୁଳନା କରନ୍ତୁ।
  7. ଯୋହନ ଲିଖିତ ସୁସମାଗ୍ଭର 1:18 ସେ ନିଜେ ହେଉଛନ୍ତି ପରମେଶ୍ୱର କେତେକ ଗ୍ରୀକ୍ ପ୍ରତିଲିପିରେ “ସେ ନିଜେ ହେଉଛନ୍ତି ପରମେଶ୍ୱର” ନାହିଁ।
  8. ଯୋହନ ଲିଖିତ ସୁସମାଗ୍ଭର 1:18 ସେ ନିଜେ ହେଉଛନ୍ତି ପରମେଶ୍ୱର କେତେକ ଗ୍ରୀକ୍ ପ୍ରତିଲିପିରେ “ସେ ନିଜେ ହେଉଛନ୍ତି ପରମେଶ୍ୱର” ନାହିଁ।
  9. ଯୋହନ ଲିଖିତ ସୁସମାଗ୍ଭର 1:18 କିନ୍ତୁ ଏକ ମାତ୍ର ପୁତ୍ର … ସେ ପରମେଶ୍ୱରଙ୍କୁ ଦେଖିଅଛି ଆକ୍ଷରିକ ଅନୁବାଦରେ “ଏକ ମାତ୍ର ପୁତ୍ରପରମେଶ୍ୱର, ଯିଏ ପିତାଙ୍କର ଅତି ନିକଟତମ, ସେ ପରମେଶ୍ୱର କିପରି ଅଟନ୍ତି, ଏହା ଆମ୍ଭମାନଙ୍କୁ ଦେଖାଇଅଛନ୍ତି।” କେତେକ ଗ୍ରୀକ୍ ଭାଷାର ଅନୁବାଦରେ “ଏକ ମାତ୍ର ପୁତ୍ର, ଯିଏ ପିତାଙ୍କର ଅତି ନିକଟତମ, ସେ ପିତା କିପରି ଅଟନ୍ତି, ଏହା ଆମ୍ଭମାନଙ୍କୁ ଦେଖାଇଅଛନ୍ତି।
  10. ଯୋହନ ଲିଖିତ ସୁସମାଗ୍ଭର 1:21 ଏଲିୟ ଖ୍ରୀ:ପୂ 850ର ଭବିଷ୍ୟ‌‌‌ଦ୍‌‌‌ବକ୍ତା ମଲାଖି 4:5-6
  11. ଯୋହନ ଲିଖିତ ସୁସମାଗ୍ଭର 1:21 ଭବିଷ୍ୟ‌‌‌ଦ୍‌‌‌ବକ୍ତା ପରମେଶ୍ବର ଏକ ଭବିଷ୍ୟ‌‌‌ଦ୍‌‌‌ବକ୍ତାଙ୍କୁ ପଠାଇବି ବୋଲି ମୋଶାଙ୍କୁ କହିଥିଲେ। ବୋଧହୁଏ ସେମାନେ ଏହା ମନେ କରିଥିଲେ। ଦ୍ୱିତୀୟ ଦ୍ୱିତୀୟ ବିବରଣ 18:15-19
  12. ଯୋହନ ଲିଖିତ ସୁସମାଗ୍ଭର 1:25 ବାପ୍ତିସ୍ମ ଜଳରେ ଡୁବନ
  13. ଯୋହନ ଲିଖିତ ସୁସମାଗ୍ଭର 1:31 ଖ୍ରୀଷ୍ଟ ମଶୀହ
  14. ଯୋହନ ଲିଖିତ ସୁସମାଗ୍ଭର 1:39 ଗ୍ଭରିଘଣ୍ଟାଗ୍ରୀକ୍ ଭାଷାରେ ଏହା “ଦଶମ ଘଣ୍ଟା” ରୋମିୟ ମାନଙ୍କ ନିୟମ ଅନୁସାରେ ସକାଳ 6 ଘଣ୍ଟାରୁ ଦିନ ଆରମ୍ଭ ହୁଏ, ତେଣୁ “ଦଶମ ଘଣ୍ଟା” ର ଅର୍ଥ “ଗ୍ଭରିଘଣ୍ଟା”
  15. ଯୋହନ ଲିଖିତ ସୁସମାଗ୍ଭର 1:51 ଆଦି ପୁସ୍ତକ 28:12, ଏହା ଯାକୁବଙ୍କ ନିଶୁଣି ସ୍ବପ୍ନର ଏକ ଅଂଶ, ଯାକୁବ ସେ ସ୍ୱପ୍ନରେ ଦେଖିଲେ ଯେ ଏକ ନିଶୁଣି ଭୂମିରୁ ସ୍ୱର୍ଗକୁ ଲାଗିଛି ଏବଂ ପରମେଶ୍ୱରଙ୍କର ଦୂତଗଣ ସେହି ନିଶୁଣି ଦେଇ ଆରୋହଣ ଓ ଅବତରଣ କରୁଛନ୍ତି। ଆଦି ପୁସ୍ତକ 28:10-17 ଦେଖନ୍ତୁ।
  16. ଯୋହନ ଲିଖିତ ସୁସମାଗ୍ଭର 1:51 ମନୁଷ୍ୟପୁତ୍ର “ଯୀଶୁ” ଦାନିୟେଲ 7:13-14

El Verbo hecho carne

En el principio era el Verbo, y el Verbo era con Dios, y el Verbo era Dios. Este era en el principio con Dios. Todas las cosas por él fueron hechas, y sin él nada de lo que ha sido hecho, fue hecho. En él estaba la vida, y la vida era la luz de los hombres. La luz en las tinieblas resplandece, y las tinieblas no prevalecieron contra ella.

Hubo un hombre enviado de Dios, el cual se llamaba Juan.(A) Este vino por testimonio, para que diese testimonio de la luz, a fin de que todos creyesen por él. No era él la luz, sino para que diese testimonio de la luz.

Aquella luz verdadera, que alumbra a todo hombre, venía a este mundo. 10 En el mundo estaba, y el mundo por él fue hecho; pero el mundo no le conoció. 11 A lo suyo vino, y los suyos no le recibieron. 12 Mas a todos los que le recibieron, a los que creen en su nombre, les dio potestad de ser hechos hijos de Dios; 13 los cuales no son engendrados de sangre, ni de voluntad de carne, ni de voluntad de varón, sino de Dios.

14 Y aquel Verbo fue hecho carne, y habitó entre nosotros (y vimos su gloria, gloria como del unigénito del Padre), lleno de gracia y de verdad. 15 Juan dio testimonio de él, y clamó diciendo: Este es de quien yo decía: El que viene después de mí, es antes de mí; porque era primero que yo. 16 Porque de su plenitud tomamos todos, y gracia sobre gracia. 17 Pues la ley por medio de Moisés fue dada, pero la gracia y la verdad vinieron por medio de Jesucristo. 18 A Dios nadie le vio jamás; el unigénito Hijo, que está en el seno del Padre, él le ha dado a conocer.

Testimonio de Juan el Bautista

(Mt. 3.11-12; Mr. 1.7-8; Lc. 3.15-17)

19 Este es el testimonio de Juan, cuando los judíos enviaron de Jerusalén sacerdotes y levitas para que le preguntasen: ¿Tú, quién eres? 20 Confesó, y no negó, sino confesó: Yo no soy el Cristo. 21 Y le preguntaron: ¿Qué pues? ¿Eres tú Elías?(B) Dijo: No soy. ¿Eres tú el profeta?(C) Y respondió: No. 22 Le dijeron: ¿Pues quién eres? para que demos respuesta a los que nos enviaron. ¿Qué dices de ti mismo? 23 Dijo: Yo soy la voz de uno que clama en el desierto: Enderezad el camino del Señor, como dijo el profeta Isaías.(D)

24 Y los que habían sido enviados eran de los fariseos. 25 Y le preguntaron, y le dijeron: ¿Por qué, pues, bautizas, si tú no eres el Cristo, ni Elías, ni el profeta? 26 Juan les respondió diciendo: Yo bautizo con agua; mas en medio de vosotros está uno a quien vosotros no conocéis. 27 Este es el que viene después de mí, el que es antes de mí, del cual yo no soy digno de desatar la correa del calzado. 28 Estas cosas sucedieron en Betábara, al otro lado del Jordán, donde Juan estaba bautizando.

El Cordero de Dios

29 El siguiente día vio Juan a Jesús que venía a él, y dijo: He aquí el Cordero de Dios, que quita el pecado del mundo. 30 Este es aquel de quien yo dije: Después de mí viene un varón, el cual es antes de mí; porque era primero que yo. 31 Y yo no le conocía; mas para que fuese manifestado a Israel, por esto vine yo bautizando con agua. 32 También dio Juan testimonio, diciendo: Vi al Espíritu que descendía del cielo como paloma, y permaneció sobre él. 33 Y yo no le conocía; pero el que me envió a bautizar con agua, aquel me dijo: Sobre quien veas descender el Espíritu y que permanece sobre él, ese es el que bautiza con el Espíritu Santo. 34 Y yo le vi, y he dado testimonio de que este es el Hijo de Dios.

Los primeros discípulos

35 El siguiente día otra vez estaba Juan, y dos de sus discípulos. 36 Y mirando a Jesús que andaba por allí, dijo: He aquí el Cordero de Dios. 37 Le oyeron hablar los dos discípulos, y siguieron a Jesús. 38 Y volviéndose Jesús, y viendo que le seguían, les dijo: ¿Qué buscáis? Ellos le dijeron: Rabí (que traducido es, Maestro), ¿dónde moras? 39 Les dijo: Venid y ved. Fueron, y vieron donde moraba, y se quedaron con él aquel día; porque era como la hora décima. 40 Andrés, hermano de Simón Pedro, era uno de los dos que habían oído a Juan, y habían seguido a Jesús. 41 Este halló primero a su hermano Simón, y le dijo: Hemos hallado al Mesías (que traducido es, el Cristo). 42 Y le trajo a Jesús. Y mirándole Jesús, dijo: Tú eres Simón, hijo de Jonás; tú serás llamado Cefas[a] (que quiere decir, Pedro[b]).

Jesús llama a Felipe y a Natanael

43 El siguiente día quiso Jesús ir a Galilea, y halló a Felipe, y le dijo: Sígueme. 44 Y Felipe era de Betsaida, la ciudad de Andrés y Pedro. 45 Felipe halló a Natanael, y le dijo: Hemos hallado a aquel de quien escribió Moisés en la ley, así como los profetas: a Jesús, el hijo de José, de Nazaret. 46 Natanael le dijo: ¿De Nazaret puede salir algo de bueno? Le dijo Felipe: Ven y ve. 47 Cuando Jesús vio a Natanael que se le acercaba, dijo de él: He aquí un verdadero israelita, en quien no hay engaño. 48 Le dijo Natanael: ¿De dónde me conoces? Respondió Jesús y le dijo: Antes que Felipe te llamara, cuando estabas debajo de la higuera, te vi. 49 Respondió Natanael y le dijo: Rabí, tú eres el Hijo de Dios; tú eres el Rey de Israel. 50 Respondió Jesús y le dijo: ¿Porque te dije: Te vi debajo de la higuera, crees? Cosas mayores que estas verás. 51 Y le dijo: De cierto, de cierto os digo: De aquí en adelante veréis el cielo abierto, y a los ángeles de Dios que suben y descienden(E) sobre el Hijo del Hombre.

Footnotes

  1. Juan 1:42 De la palabra piedra   en arameo.
  2. Juan 1:42 De la palabra piedra   en griego.

El Verbo se hizo hombre

En el principio ya existía el Verbo,
    y el Verbo estaba con Dios,
    y el Verbo era Dios.
Él estaba con Dios en el principio.
Por medio de él todas las cosas fueron creadas;
    sin él, nada de lo creado llegó a existir.
En él estaba la vida
    y la vida era la luz de la humanidad.
Esta luz resplandece en la oscuridad
    y la oscuridad no ha podido apagarla.[a]

Vino un hombre llamado Juan. Dios lo envió como testigo para dar testimonio de la luz, a fin de que por medio de él todos creyeran. Juan no era la luz, sino que vino para dar testimonio de la luz. Esa luz verdadera, la que alumbra a todo ser humano, venía a este mundo.[b]

10 El que era la luz ya estaba en el mundo y el mundo fue creado por medio de él, pero el mundo no lo reconoció. 11 Vino a lo que era suyo, pero los suyos no lo recibieron. 12 Mas a cuantos lo recibieron, a los que creen en su nombre, les dio el derecho de ser hechos hijos de Dios. 13 Estos no nacen de la sangre, ni por deseos naturales, ni por voluntad humana, sino que nacen de Dios.

14 Y el Verbo se hizo hombre y habitó[c] entre nosotros. Y contemplamos su gloria, la gloria que corresponde al Hijo único del Padre, lleno de gracia y de verdad.

15 Juan dio testimonio de él y a voz en cuello proclamó: «Este es aquel de quien yo decía: “El que viene después de mí es superior a mí, porque existía antes que yo”». 16 De su plenitud todos recibimos gracia sobre gracia, 17 pues la Ley fue dada por medio de Moisés, mientras que la gracia y la verdad nos han llegado por medio de Jesucristo. 18 A Dios nadie lo ha visto nunca; el Hijo único, que es Dios[d] y que vive en unión íntima con el Padre, nos lo ha dado a conocer.

Juan el Bautista niega ser el Cristo

19 Este es el testimonio de Juan cuando los judíos de Jerusalén enviaron sacerdotes y levitas a preguntarle quién era. 20 No se negó a declararlo, sino que confesó con franqueza:

—Yo no soy el Cristo.

21 —¿Quién eres entonces? —le preguntaron—. ¿Acaso eres Elías?

—No lo soy.

—¿Eres el profeta?

—No lo soy.

22 —Entonces, ¿quién eres? Tenemos que llevar una respuesta a los que nos enviaron. ¿Qué dices de ti mismo?

23 Juan respondió con las palabras del profeta Isaías:

—“Yo soy la voz de uno que grita en el desierto: ‘Enderecen el camino para el Señor’ ”.[e]

24 Los que habían sido enviados eran de los fariseos. 25 Ellos preguntaron:

—Pues, si no eres el Cristo ni Elías ni el profeta, ¿por qué bautizas?

26 Juan respondió:

—Yo bautizo con[f] agua, pero entre ustedes hay alguien a quien no conocen 27 y que viene después de mí, al cual yo no soy digno ni siquiera de desatarle la correa de las sandalias.

28 Todo esto sucedió en Betania, al otro lado del río Jordán, donde Juan estaba bautizando.

Jesús, el Cordero de Dios

29 Al día siguiente, Juan vio a Jesús que se acercaba a él y dijo: «¡Aquí tienen al Cordero de Dios, que quita el pecado del mundo! 30 De este hablaba yo cuando dije: “Después de mí viene un hombre que es superior a mí, porque existía antes que yo”. 31 Yo ni siquiera lo conocía, pero para que él se revelara al pueblo de Israel, vine bautizando con agua».

32 Juan declaró: «Vi al Espíritu descender del cielo como una paloma y permanecer sobre él. 33 Yo mismo no lo conocía, pero el que me envió a bautizar con agua me dijo: “Aquel sobre quien veas que el Espíritu desciende y permanece es el que bautiza con el Espíritu Santo”. 34 Yo lo he visto y por eso testifico que este es el Hijo de Dios».

Los primeros discípulos de Jesús(A)

35 Al día siguiente, Juan estaba de nuevo allí con dos de sus discípulos. 36 Al ver a Jesús que pasaba por ahí, dijo:

—¡Aquí tienen al Cordero de Dios!

37 Cuando los dos discípulos lo oyeron decir esto, siguieron a Jesús. 38 Jesús se volvió y al ver que lo seguían, les preguntó:

—¿Qué buscan?

—Rabí, ¿dónde te hospedas? (Rabí significa “Maestro”.)

39 —Vengan a ver —contestó Jesús.

Ellos fueron, pues, y vieron dónde se hospedaba. Ese mismo día se quedaron con él. Eran como las cuatro de la tarde.

40 Andrés, hermano de Simón Pedro, era uno de los dos que, al oír a Juan, había seguido a Jesús. 41 Andrés encontró primero a su hermano Simón y le dijo:

—Hemos encontrado al Mesías —es decir, el Cristo.

42 Luego lo llevó a Jesús, quien lo miró y dijo:

—Tú eres Simón, hijo de Juan. Serás llamado Cefas —es decir, Pedro.[g]

Jesús llama a Felipe y a Natanael

43 Al día siguiente, Jesús decidió salir hacia Galilea. Se encontró con Felipe y lo llamó:

«Sígueme».

44 Felipe era del pueblo de Betsaida, lo mismo que Andrés y Pedro. 45 Felipe buscó a Natanael y le dijo:

—Hemos encontrado a Jesús de Nazaret, el hijo de José, aquel de quien escribió Moisés en la Ley y de quien escribieron los profetas.

46 —¡De Nazaret! —respondió Natanael—. ¿Acaso de allí puede salir algo bueno?

—Ven a ver —contestó Felipe.

47 Cuando Jesús vio que Natanael se acercaba, comentó:

—Aquí tienen a un verdadero israelita en quien no hay falsedad.

48 —¿De dónde me conoces? —preguntó Natanael.

Jesús respondió:

—Antes de que Felipe te llamara, cuando aún estabas bajo la higuera, ya te había visto.

49 —Rabí, ¡tú eres el Hijo de Dios! ¡Tú eres el Rey de Israel! —declaró Natanael.

50 Jesús le dijo:

—¿Lo crees porque te dije que te vi cuando estabas debajo de la higuera? ¡Vas a ver aún cosas más grandes que estas!

51 Y añadió con firmeza:

—Les aseguro que ustedes verán abrirse el cielo, y a los ángeles de Dios subir y bajar sobre el Hijo del hombre.

Footnotes

  1. 1:5 apagarla. Alt. comprenderla.
  2. 1:9 Esa … mundo. Alt. Esa era la luz verdadera que alumbra a todo ser humano que viene al mundo.
  3. 1:14 habitó. Lit. puso su tienda.
  4. 1:18 el Hijo único, que es Dios. Lit. Dios único. Var. el Hijo unigénito.
  5. 1:23 Is 40:3.
  6. 1:26 con. Alt. en; también en vv. 31 y 33.
  7. 1:42 Tanto Cefas (arameo) como Pedro (griego) significan piedra.