Psalm 150
King James Version
150 Praise ye the Lord. Praise God in his sanctuary: praise him in the firmament of his power.
2 Praise him for his mighty acts: praise him according to his excellent greatness.
3 Praise him with the sound of the trumpet: praise him with the psaltery and harp.
4 Praise him with the timbrel and dance: praise him with stringed instruments and organs.
5 Praise him upon the loud cymbals: praise him upon the high sounding cymbals.
6 Let every thing that hath breath praise the Lord. Praise ye the Lord.
ଗୀତସଂହିତା 150
Odia Holy Bible: Easy-to-Read Version
150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
    ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
    ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱରଙ୍କର ପ୍ରଶଂସା କର।
    ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
2010 by Bible League International