Add parallel Print Page Options

13 ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।

Read full chapter