马太福音 22
Chinese New Version (Traditional)
婚筵的比喻(A)
22 耶穌又用比喻對他們說: 2 “天國好像一個王,為兒子擺設婚筵。 3 他派僕人去叫被邀請的人來參加婚筵。但他們不肯來。 4 他再派另一些僕人去,說:‘你們告訴被邀請的人,我已經預備好了筵席,公牛和肥畜已經宰了,一切都預備妥當。來參加婚筵吧!’ 5 但那些人卻不理會就走了;有的去耕田,有的去作買賣, 6 其餘的抓住王的僕人,凌辱他們,並且把他們殺了。 7 王就發怒,派兵消滅那些兇手,焚毀他們的城。 8 然後對僕人說:‘婚筵已經預備好了,只是被邀請的人不配。 9 所以你們要到大路口,凡遇見的,都請來參加婚筵。’
10 “那些僕人就走到街上,把所有遇見的,不論好人壞人,都招聚了來,婚筵上就坐滿了人。 11 王進來與赴筵的人見面,看見有一個人沒有穿著婚筵的禮服, 12 就對他說:‘朋友,你沒有婚筵的禮服,怎能進到這裡來呢?’他就無話可說。 13 於是王對侍從說:‘把他的手和腳都綁起來,丟到外面的黑暗裡,在那裡必要哀哭切齒。’ 14 因為被召的人多,選上的人少。”
以納稅的事問難耶穌(B)
15 法利賽人就去商量,怎樣找耶穌的話柄來陷害他。 16 他們派了自己的門徒和希律黨的人一同去問耶穌:“老師,我們知道你為人誠實,照著真理把 神的道教導人,不顧忌任何人,因為你不徇情面。 17 請把你的意見告訴我們,納稅給凱撒,可不可以呢?” 18 耶穌看出他們的惡意,就說:“虛偽的人,為甚麼試探我呢? 19 拿納稅的錢幣給我看看。”他們就拿了一個銀幣給他。 20 耶穌問他們:“這是誰的像,誰的名號?” 21 他們回答:“凱撒的。”他就對他們說:“凱撒的應當歸給凱撒, 神的應當歸給 神。” 22 他們聽了,十分驚奇,就離開他走了。
人復活後不娶不嫁(C)
23 撒都該人向來認為沒有復活的事。那一天,他們前來問耶穌: 24 “老師,摩西說:‘如果一個人死了,沒有兒女,他的弟弟應該娶他的妻子,為哥哥立後。’ 25 從前我們這裡有兄弟七人,頭一個結了婚,沒有孩子就死了,留下妻子給他的弟弟。 26 第二個、第三個直到第七個都是這樣。 27 最後,那女人也死了。 28 那麼,復活的時候,她是這七個人中哪一個的妻子呢?因為他們都娶過她。” 29 耶穌回答他們:“你們錯了,因為你們不明白聖經,也不曉得 神的能力。 30 復活的時候,人們也不娶也不嫁,而是像天上的使者一樣。 31-32 關於死人復活的事, 神對你們講過:‘我是亞伯拉罕的 神,以撒的 神,雅各的 神’,你們沒有念過嗎? 神不是死人的 神,而是活人的 神。” 33 群眾聽了他的教訓,就十分詫異。
最重要的誡命(D)
34 法利賽人聽見耶穌使撒都該人無話可說,就聚集在一起。 35 他們中間有一個律法家,試探耶穌說: 36 “老師,律法中哪一條誡命是最重要的呢?” 37 他回答:“你要全心、全性、全意愛主你的 神。 38 這是最重要的第一條誡命。 39 第二條也和它相似,就是要愛人如己。 40 全部律法和先知書,都以這兩條誡命作為根據。”
基督是大衛的子孫(E)
41 法利賽人聚在一起的時候,耶穌問他們: 42 “你們對基督的看法怎樣?他是誰的子孫呢?”他們回答:“大衛的子孫。” 43 耶穌就說:“那麼大衛被聖靈感動,怎麼會稱他為主呢?他說:
44 ‘主對我的主說:
你坐在我的右邊,
等我把你的仇敵放在你的腳下。’
45 “大衛既然稱他為主,他怎麼又是大衛的子孫呢?” 46 沒有人能夠回答他。從那天起,也沒有人敢再問他。
ମାଥିଉ ଲିଖିତ ସୁସମାଗ୍ଭର 22
Odia Holy Bible: Easy-to-Read Version
ଭୋଜି ପାଇଁ ନିମନ୍ତ୍ରିତ ଲୋକଙ୍କ ଦୃଷ୍ଟାନ୍ତ
(ଲୂକ 14:15-24)
22 ଲୋକମାନଙ୍କୁ ଅନ୍ୟ କିଛି କଥା କହିବା ପାଇଁ ଯୀଶୁ ଦୃଷ୍ଟାନ୍ତଗୁଡ଼ିକର ପ୍ରୟୋଗ କଲେ। 2 ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି। 3 ରାଜା କେତେକ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହୋଇ ସାରିବା ପରେ ରାଜା ସେହି ଅତିଥିମାନଙ୍କୁ ଡାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସେମାନେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରିଦେଲେ।
4 “ତା'ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’
5 “ଗ୍ଭକରମାନେ ଯାଇ ଲୋକମାନଙ୍କୁ ଆସିବାକୁ କହିଲେ, କିନ୍ତୁ ଲୋକମାନେ ଗ୍ଭକରମାନଙ୍କ କଥାକୁ ଧ୍ୟାନ ଦେଲେନି। ସେମାନେ ବିଭିନ୍ନ କାମରେ ଗ୍ଭଲିଗଲେ। ଜଣେ ତା’ ଜମିରେ କାମ କରିବାକୁ ଗ୍ଭଲିଗଲା, ଆଉ ଜଣେ ତା ବ୍ୟବସାୟ କାମରେ ଗ୍ଭଲିଗଲା। 6 ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ। 7 ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ।
8 “ତା'ପରେ ରାଜା ଗ୍ଭକରମାନଙ୍କୁ କହିଲେ, ‘ବିବାହ ଭୋଜି ପ୍ରସ୍ତୁତ ହୋଇ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସେମାନେ ଅଯୋଗ୍ୟ ଥିଲେ। 9 ତେଣୁ ତୁମ୍ଭେମାନେ ନଗର ରାସ୍ତାକୁ ଯାଅ। ଯାହାକୁ ଦେଖିବ ତାକୁ ବିବାହ ଭୋଜିକୁ ଡାକିଆଣ।’ 10 ଗ୍ଭକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସେମାନେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ୱାରା ପୁରିଗଲା।
11 “ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସେଠାରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ। 12 ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ। 13 ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’
14 “ହଁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି, କିନ୍ତୁ ସେମାନଙ୍କ ମଧ୍ୟରୁ ଅଳ୍ପ ଲୋକ ମନୋନୀତ ଅଟନ୍ତି।”
କେତେକ ଯିହୂଦୀ ନେତା ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା
(ମାର୍କ 12:13-17; ଲୂକ 20:20-26)
15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। 16 ସେମାନେ କେତେକ ହେରୋଦୀୟ[a]ମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ। 17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”
18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? 19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା[b] ଦେଖାଇଲେ। 20 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”
21 ଲୋକମାନେ କହିଲେ, “କାଇସରଙ୍କର।”
ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”
22 ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।
କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା
(ମାର୍କ 12:18-27; ଲୂକ 20:27-40)
23 ସେହି ଦିନ କେତେକ ସାଦ୍ଦୂକୀ[c] ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 24 ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା'ର ଭାଇ ତା'ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ। 25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା'ର କୌଣସି ସନ୍ତାନ ନ ଥିଲେ। ତେଣୁ ତା'ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। 26 ଦ୍ୱିତୀୟ ଭାଇଟି ମଧ୍ୟ ମରିଗଲା। ଏହା ପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସେହି ଅବସ୍ଥା ହେଲା। 27 ଶେଷରେ ସେ ସ୍ତ୍ରୀଲୋକଟି ମଧ୍ୟ ମରିଗଲା। 28 କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁତ୍ଥାନ ପରେ ସେ କାହାର ସ୍ତ୍ରୀ ହେବ?”
29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ। 30 ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ। 31 ମୃତର ପୁନରୁତ୍ଥାନ ବିଷୟରେ ପରମେଶ୍ୱର ତୁମ୍ଭକୁ କ’ଣ କହିଛନ୍ତି, ତାହା କ’ଣ ତୁମ୍ଭେ ପଢ଼ି ନାହଁ? 32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇସ୍ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ[d] ପରମେଶ୍ୱର ଅଟେ।’(A) ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।”
33 ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।
କେଉଁ ଆଜ୍ଞା ସବୁଠାରୁ ବଡ଼
(ମାର୍କ 12:28-34; ଲୂକ 10:25-28)
34 ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତରରେ ସାଦ୍ଦୂକୀମାନେ ଚୁପ୍ ହୋଇଗଲେ। ତା'ପରେ ସେମାନେ ସମସ୍ତେ ଏକାଠି ହେଲେ। 35 ଜଣେ ଫାରୂଶୀ ମୋଶାଙ୍କ ବ୍ୟବସ୍ଥା ବିଷୟରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷାରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲା। 36 ସେ କହିଲା, “ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ଭିତରୁ କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”
37 ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’(B) 38 ଏହା ପ୍ରଥମ ଓ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶ। 39 ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’(C) 40 ସମସ୍ତ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଲେଖାଗୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।”
ଫାରୂଶୀମାନଙ୍କୁ ଯୀଶୁଙ୍କର ଗୋଟିଏ ପ୍ରଶ୍ନ
(ମାର୍କ 12:35-37; ଲୂକ 20:41-44)
41 ଯେତେବେଳେ ଫାରୂଶୀମାନେ ଏକାଠି ଥିଲେ, ଯୀଶୁ ସେମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 42 ଯୀଶୁ କହିଲେ, “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭେମାନେ କ’ଣ ମନେ କରୁଛ? ସେ କାହାର ପୁଅ?”
ସେମାନେ କହିଲେ, “ଦାଉଦଙ୍କ ପୁଅ।”
43 ଯୀଶୁ ଫାରୂଶୀମାନଙ୍କୁ ପଗ୍ଭରିଲେ, “ଦାଉଦ ତାହାଙ୍କୁ ‘ପ୍ରଭୁ’ ବୋଲି କାହିଁକି ସମ୍ବୋଧନ କଲେ? ଦାଉଦ ପବିତ୍ରଆତ୍ମାଙ୍କ ଶକ୍ତିରେ କହୁଥିଲେ। ଦାଉଦ କହିଲେ:
44 “ପ୍ରଭୁ ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ,
ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ନିୟନ୍ତ୍ରଣରେ ଦେବି
ଏବଂ ତୁମ୍ଭେ ମୋର ଡାହାଣ ପଟେ ବସିବ।”(D)
45 ଯଦି ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହୁଛନ୍ତି। ତେବେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହୋଇ ପାରିବେ?”
46 ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଗ୍ଭରି ଫାନ୍ଦରେ ପକାଇବାକୁ କେହିହେଲେ ଚେଷ୍ଟା କରିବାକୁ ସାହସ କଲେ ନାହିଁ।
Footnotes
- ମାଥିଉ ଲିଖିତ ସୁସମାଗ୍ଭର 22:16 ହେରୋଦୀୟ ଗୋଟିଏ ଯିହୂଦୀୟ ରାଜନୈତିକ ଦଳ
- ମାଥିଉ ଲିଖିତ ସୁସମାଗ୍ଭର 22:19 ରୌପ୍ୟମୁଦ୍ରା ରୋମୀୟ ଦିନାରି। ଏହି ମୁଦ୍ରାର ମୂଲ୍ୟ ଦିନକର ମଜୁରୀ ସଙ୍ଗେ ସମାନ।
- ମାଥିଉ ଲିଖିତ ସୁସମାଗ୍ଭର 22:23 ସାଦ୍ଦୂକୀ ଗୋଟିଏ ପ୍ରମୁଖ ଯିହୂଦୀୟ ଧାର୍ମିକ ଗୋଷ୍ଠୀ। ସେମାନେ ପୁରାତନ ନିୟମର କେବଳ ପ୍ରଥମ ପାଞ୍ଚୋଟି ପୁସ୍ତକ ଗ୍ରହଣ କରନ୍ତି।
- ମାଥିଉ ଲିଖିତ ସୁସମାଗ୍ଭର 22:32 ଅବ୍ରହାମ, ଇସ୍ହାକ ଓ ଯାକୁବ ପୁରାତନ ନିୟମ’ର ତିନି ଜଣ ଯିହୂଦୀୟ ପ୍ରମୁଖ ନେତା।
马太福音 22
Chinese Contemporary Bible (Simplified)
王宴客的比喻
22 耶稣又用比喻对他们说: 2 “天国就像一个王为儿子筹备婚宴。 3 他派奴仆去请受邀的客人,可是客人都不肯赴宴。 4 王再派其他奴仆去,说,‘去告诉被邀请的人,我的宴席已经备好,公牛和肥畜都宰了,一切都预备妥当,来赴婚宴吧!’ 5 那些人却毫不理会地走了,一个去种田,一个去做买卖, 6 其余的竟然抓住王的奴仆,把他们羞辱一番后杀了。 7 王大怒,派军队去剿灭凶手,烧毁他们的城。
8 “然后,他对奴仆说,‘婚宴已预备好了,只是被邀请的人不配。 9 所以你们到街头巷尾,把所有见到的人都请来。’ 10 奴仆到街上把遇到的人都请了来,好人坏人都有,大厅里满了客人。
11 “王出来会见在座的客人,发现有一个人没有穿礼服, 12 就问他,‘朋友,你来这里怎么不穿婚宴的礼服呢?’那人无言以对。 13 王便吩咐侍从,‘把他手脚绑起来丢到外面的黑暗里,让他在那里哀哭切齿。’”
14 耶稣又说:“被邀请的人多,选上的人少。”
以纳税问题刁难耶稣
15 那时,法利赛人出去策划怎样从耶稣的话里找把柄陷害祂。 16 他们派了自己的门徒跟希律党人一同去问耶稣:“老师,我们知道你诚实无伪,按真理传上帝的道,你不徇情面,不以貌取人。 17 那么请告诉我们,纳税给凯撒对不对呢?”
18 耶稣看出了他们的恶意,就说:“你们这些伪君子,为什么试探我呢? 19 拿一个纳税用的钱币来给我看。”他们就拿给祂一个银币。
20 耶稣问他们:“上面刻的是谁的像和名号?”
21 他们说:“凯撒的。”
耶稣说:“那么,属于凯撒的东西应该给凯撒,属于上帝的东西应该给上帝。” 22 他们听了很惊奇,只好离开祂走了。
论复活
23 同一天,不相信死人会复活的撒都该人也来问耶稣, 24 说:“老师,摩西说,‘如果一个人死了,没有儿女,只留下妻子,他的兄弟就当娶嫂嫂,替哥哥传宗接代。’ 25 从前,我们这里有弟兄七人,老大结了婚,没有孩子就死了,把妻子留给了弟弟。 26 二弟、三弟一直到七弟都相继娶了嫂嫂,都没留下孩子。 27 最后,那女人也死了。 28 那么,到复活的时候,她将是谁的妻子呢?因为他们都娶过她。”
29 耶稣说:“你们弄错了。你们不明白圣经,也不知道上帝的能力。 30 因为到复活的时候,人们将不娶也不嫁,就像天上的天使一样。
31 “关于死人复活的事,难道你们没有读过上帝对你们说过的话吗? 32 祂说,‘我是亚伯拉罕的上帝,以撒的上帝,雅各的上帝。’上帝不是死人的上帝,而是活人的上帝。” 33 众人听到祂的教导都很惊奇。
最大的诫命
34 法利赛人听见耶稣使撒都该人无言以对,就聚集在一起。 35 其中有位律法专家试探耶稣说: 36 “老师,请问律法中哪一条诫命最重要呢?”
37 耶稣回答说:“‘你要全心、全情、全意爱主——你的上帝’, 38 这是第一条也是最重要的诫命。 39 第二条也相似,就是‘要爱邻如己’。 40 律法和先知的全部教导都以这两条诫命为基础。”
基督的身份
41 耶稣趁着法利赛人聚在那里,就问他们: 42 “你们对基督有何看法?祂是谁的后裔?”他们答道:“大卫的后裔。”
43 耶稣说:“那么,为什么大卫受圣灵感动,称祂为主呢?大卫曾说,
44 “‘主对我主说,
你坐在我的右边,
等我使你的仇敌伏在你脚下。’
45 既然大卫称基督为主,基督又怎么会是大卫的后裔呢?” 46 没人能回答耶稣的问题。从此再没有人敢用问题来刁难耶稣了。
Chinese New Version (CNV). Copyright © 1976, 1992, 1999, 2001, 2005 by Worldwide Bible Society.
2010 by Bible League International
Chinese Contemporary Bible Copyright © 1979, 2005, 2007, 2011 by Biblica® Used by permission. All rights reserved worldwide.