1 Peter 1:17-19
New International Version
17 Since you call on a Father(A) who judges each person’s work(B) impartially,(C) live out your time as foreigners(D) here in reverent fear.(E) 18 For you know that it was not with perishable things such as silver or gold that you were redeemed(F) from the empty way of life(G) handed down to you from your ancestors, 19 but with the precious blood(H) of Christ, a lamb(I) without blemish or defect.(J)
ପିତରଙ୍କ ପ୍ରଥମ ପତ୍ର 1:17-19
Odia Holy Bible: Easy-to-Read Version
17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। 18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, 19 ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ।
Read full chapterHoly Bible, New International Version®, NIV® Copyright ©1973, 1978, 1984, 2011 by Biblica, Inc.® Used by permission. All rights reserved worldwide.
NIV Reverse Interlinear Bible: English to Hebrew and English to Greek. Copyright © 2019 by Zondervan.
2010 by Bible League International
