Add parallel Print Page Options

35 (A)So Samuel did not see Saul again until the day of his death; for Samuel (B)grieved over Saul. And Yahweh regretted that He had made Saul king over Israel.

Read full chapter

35 ତା’ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।

Read full chapter