10 And indeed ye do it toward all the brethren which are in all Macedonia: but we beseech you, brethren, that ye increase more and more;

11 And that ye study to be quiet, and to do your own business, and to work with your own hands, as we commanded you;

12 That ye may walk honestly toward them that are without, and that ye may have lack of nothing.

Read full chapter

10 ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭେମାନେ ପ୍ରକୃତରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସେମାନଙ୍କୁ ଅଧିକରୁ ଅଧିକ ଭଲ ପାଇବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।

11 ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ଯ୍ୟର ଯତ୍ନ ନିଅ। ନିଜ ହାତରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ। 12 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

Read full chapter