Add parallel Print Page Options

ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭାଇ ବିରୁଦ୍ଧରେ କୌଣସି ମନ୍ଦକାର୍ଯ୍ୟ କର ନାହିଁ ଓ ଏହି ବିଷୟରେ ତାହାଙ୍କୁ ଠକ ନାହିଁ। ଯେଉଁମାନେ ଏଭଳି କାମ କରିବେ, ସେମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ଆମ୍ଭେ ଏ ବିଷୟରେ ଆଗରୁ ତୁମ୍ଭମାନଙ୍କୁ କହିଛୁ ଓ ସତର୍କ କରିଛୁ। ପରମେଶ୍ୱର ଆମ୍ଭକୁ ପବିତ୍ର ହେବା ପାଇଁ ଆହ୍ୱାନ କରିଛନ୍ତି। ଆମ୍ଭେ ପାପରେ ଜୀବନଯାପନ କରିବା ପାଇଁ ସେ ଗ୍ଭହାନ୍ତି ନାହିଁ। ଅତଏବ ଯେଉଁ ଲୋକ ଏହି ଶିକ୍ଷାକୁ ଅବମାନନା କରେ, ସେ ପରମେଶ୍ୱରଙ୍କ ଅବମାନନା କରେ, ମଣିଷକୁ ନୁହେଁ। ପରମେଶ୍ୱର ତାଙ୍କର ପବିତ୍ରଆତ୍ମା ତୁମ୍ଭମାନଙ୍କୁ ପ୍ରଦାନ କରି ଥା’ନ୍ତି।

Read full chapter