Font Size
ରାଜାବଳୀର ପ୍ରଥମ ପୁସ୍ତକ 8:1-3
Odia Holy Bible: Easy-to-Read Version
ରାଜାବଳୀର ପ୍ରଥମ ପୁସ୍ତକ 8:1-3
Odia Holy Bible: Easy-to-Read Version
ସଦାପ୍ରଭୁଙ୍କ ମନ୍ଦିରରେ ତାଙ୍କର ନିୟମ-ସିନ୍ଦୁକ
8 ତା'ପରେ ରାଜା ଶଲୋମନ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇସ୍ରାଏଲର ସମସ୍ତ ପରିବାରର ମୁଖ୍ୟଙ୍କୁ ଏକତ୍ର ଡକାଇଲେ ଓ ସେମାନଙ୍କୁ ଯିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମନ୍ଦିରକୁ ଆଣିବାରେ ସେମାନଙ୍କର ଯୋଗଦାନ ସେ ଗ୍ଭହୁଁଥିଲେ। 2 ଇସ୍ରାଏଲର ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସରେ ଏଥାନୀମ ନାମକ ଏକ ବିଶେଷ ପର୍ବ ଦିନରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରିତ ହେଲେ।
3 ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହେବାପରେ ଯାଜକମାନେ ଓ ଲେବୀୟମାନେ ନିୟମ-ସିନ୍ଦୁକକୁ ଉଠାଇଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International