Add parallel Print Page Options

ଅତଏବ ଆଥୀନୀରେ ଏକା ରହି ଯାଇ, ତୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବାକୁ ଆମ୍ଭେ ସ୍ଥିର କଲୁ। ତୀମଥି ଆମ୍ଭର ଭାଇ। ସେ ପରମେଶ୍ୱରଙ୍କ ଲାଗି ମୋ’ ସହିତ କାମ କରନ୍ତି। ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କରନ୍ତି। ତୁମ୍ଭମାନଙ୍କ ବିଶ୍ୱାସରେ ଶକ୍ତି ଉତ୍ସାହ ଆଣିବା ପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଥୁଲୁ।

Read full chapter