Add parallel Print Page Options

14 ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

Read full chapter

56 ତା'ପରେ ସେହି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀରରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ୟ ପ୍ରସ୍ତୁତ କରିବାକୁ ସେଠାରୁ ଗ୍ଭଲିଗଲେ।

ବିଶ୍ରାମ ଦିବସରେ ସେମାନେ ବିଶ୍ରାମ ନେଲେ। କାରଣ ମୋଶାଙ୍କ ନିୟମ ଲୋକମାନଙ୍କୁ ଏହା କରିବାକୁ ଆଜ୍ଞା ଦେଇଥାଏ।

Read full chapter

40 ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ।

Read full chapter