Font Size
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 16:2
Odia Holy Bible: Easy-to-Read Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 16:2
Odia Holy Bible: Easy-to-Read Version
2 ରାଜା ଦାଉଦ ସୀବଃକୁ ପଗ୍ଭରିଲେ, “ଏଗୁଡ଼ିକ କାହା ପାଇଁ?”
ସୀବଃ ଉତ୍ତର ଦେଲା, “ଏହି ଗଧଗୁଡ଼ିକ ତୁମ୍ଭର ଲୋକମାନେ ଚଢ଼ିବା ପାଇଁ ଏବଂ ରୋଟୀ ଓ ଗ୍ରୀଷ୍ମକାଳୀନ ଫଳଗୁଡ଼ିକ ଯୁବକମାନଙ୍କର ଖାଇବା ପାଇଁ, ଦ୍ରାକ୍ଷାରସ ତୁମ୍ଭମାନଙ୍କ ସହିତ ମରୁଭୂମିକୁ ନେବା ପାଇଁ ଯେଉଁମାନେ ମୂର୍ଛା ହୋଇ ଯାଆନ୍ତି।”
Read full chapter
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 16:14
Odia Holy Bible: Easy-to-Read Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 16:14
Odia Holy Bible: Easy-to-Read Version
14 ରାଜା ଦାଉଦ ଓ ତାଙ୍କର ଲୋକମାନେ ଆସି ଯର୍ଦ୍ଦନ ନଦୀ କୂଳରେ ପହଞ୍ଚିଲେ। ରାଜା ଏବଂ ତାଙ୍କର ଲୋକମାନେ କ୍ଳାନ୍ତ ହୋଇଯାଇ ଥିଲେ। ତେଣୁ ସେମାନେ ସେଠାରେ ବିଶ୍ରାମ ନେଲେ ଓ କ୍ଳାନ୍ତ ମେଣ୍ଟାଇଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International