Font Size
2 Samuel 7:11
King James Version
2 Samuel 7:11
King James Version
11 And as since the time that I commanded judges to be over my people Israel, and have caused thee to rest from all thine enemies. Also the Lord telleth thee that he will make thee an house.
Read full chapter
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:11
Odia Holy Bible: Easy-to-Read Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:11
Odia Holy Bible: Easy-to-Read Version
10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ[a]।
Read full chapterFootnotes
- ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 7:10 ପରିବାରର … କରିବେ ଆକ୍ଷରିକ ଭାବରେ, “ତୁମ୍ଭ ପାଇଁ ଗୋଟିଏ ଗୃହ ତିଆରି କର।”
Odia Holy Bible: Easy-to-Read Version (ERV-OR)
2010 by Bible League International